ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଚିଠି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କ୍ୟାରିଅର ଅଧାରୁ ଫେରିଥିବା ଛାତ୍ରଛାତ୍ରୀଙ୍କ ଅଧ୍ୟୟନ ବ୍ୟବସ୍ଥା ପ୍ରସ୍ତାବଦେଇଛନ୍ତି , ନ୍ୟାସନାଲ ମେଡିକାଲ କମିଶନ ଓ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ହସ୍ତକ୍ଷେପ କରନ୍ତୁ । ଫେରିଥିବା ଡାକ୍ତରୀ ଛାତ୍ରଙ୍କ ପାଇଁ ଭାରତରେ ପାଠପଢ଼ା ବ୍ୟବସ୍ଥା ହେଉ, ସମସ୍ତ ପ୍ରକାର ସହଯୋଗ ପାଇଁ ଓଡ଼ିଶା ସରକାର ପ୍ରସ୍ତୁତ ବୋଲି ମୁଖ୍ଯମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।

Leave a Reply

Your email address will not be published. Required fields are marked *